ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୮ ରେ ପହଞ୍ଚିଲା

ଭୁବନେଶ୍ୱର(ଏନ ଟି ପି): ରାଜ୍ୟରେ ପୁଣି ଆଉ ୪ଟି ନମୁନା ପଜିଟିଭ ଆସିଛି । ଅର୍ଥାତ ଆଜି ମୋଟ ୬ଟି ନମୁନା ପଜିଟିଭ ଆସିଛି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଛୁଇଁଥିବା ଜଣାପଡିଛି […]

କନ୍ଧମାଳ:ସିଲ ହେଲା ଦୁତୀପଡ଼ା ପଞ୍ଚାୟତ

କନ୍ଧମାଳ,୮/୪:(ଏନଟିପି)କନ୍ଧମାଳ ଜିଲ୍ଲା ଖଜୁରିପଡା ବ୍ଲକ ଦୂତିପଡା ପଞ୍ଚାୟତକୁ ମଙ୍ଗଳବାର ସିଲ୍‌ କରାଯାଇଛି। ରାଜ୍ୟରେ ୪୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ଜଣଙ୍କ ମୃତ୍ୟୁ ଘଟିଛି। ସବୁଠାରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି ଭୁବନେଶ୍ୱରରେ। ଦୂତିପଡା ପଞ୍ଚାୟତ […]

ମାସ୍କ ବଣ୍ଟନ କଲା ରାଇକିଆ ବଣିକ ସଂଘ

କନ୍ଧମାଳ୮/୪.(ଏନଟିପି)କରୋନା ମୁକାବିଲା ପାଇଁ ବିଭିନ୍ନ ସଙ୍ଗଠନ ଆଗକୁ ଆସୁଛନ୍ତି। କିଏ ସଚେତନତା କରୁଛି ତ ଆଉକିଏ ଆର୍ଥିକ ସହଯୋଗ କରୁଛନ୍ତି। ମଙ୍ଗଳବାର କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବଣିକ ସଂଘ ତରଫରୁ […]

ଅମାନିଆଙ୍କ ବିରୋଧରେ ବାଲିଗୁଡ଼ା ପୋଲିସର ଦୃଢ଼ କାର୍ଯ୍ୟାନୁଷ୍ଠାନ ଆରମ୍ଭ

କନ୍ଧମାଳ, ୮/୪..(ଏନଟିପି)କନ୍ଧମାଳ ପୋଲିସ୍ ଏବେ ଫୁଲ୍ ଆକ୍ସନ ମୁଡ୍ ରେ । ଏଣିକି ଆଉ ନିସ୍ତାର ନାହିଁ । ଅମାନିଆଙ୍କୁ ମିଳିବ ଉଚିତ୍ ଶିକ୍ଷା । ବାରମ୍ବାର ସଚେତନ ପରେ ଏବେ ପୋଲିସ ପକ୍ଷରୁ […]

କାହିଁକି ମୋଦିଙ୍କ ପ୍ରିୟ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ?

👉ତୈଳ ରାଷ୍ଟ୍ରାୟତ ଉଦ୍ୟୋଗ ପରେ ସହଯୋଗର ହାତ ବଢାଇଲା ଭାରତୀୟ ଇସ୍ପାତ କ୍ଷେତ୍ର👉ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ଇସ୍ପାତ୍ କ୍ଷେତ୍ର ଏବଂ କର୍ମଚାରୀ ଦାନ କଲେ ୫୧୫ କୋଟି👉ପୂର୍ବରୁ ତୈଳ ରାଷ୍ଟ୍ରାୟତ ଉଦ୍ୟୋଗ ଓ କର୍ମଚାରୀ […]

ମନ୍ଦିର ପରିସରରେ ଆମିଷ ରୋଷେଇ କରି ୩ ଗିରଫ

ତାଳଚେର (ଏନ ଟି ପି) ଅନୁଗୁଳ ଜିଲ୍ଲା ତାଳଚେରର ପ୍ରସିଦ୍ଧ ଶୈବପୀଠ ପଶ୍ଚିମେଶ୍ୱର ମନ୍ଦିର ପରିସରରେ ପୂଜକମାନେ ଚିକେନ ରୋଷେଇ କରି ଖାଇବା ମହଙ୍ଗା ପଡ଼ିଛି। ଏହି ଅଭିଯୋଗରେ ତାଳଚେର ପୋଲିସ ୩ ଜଣ […]

ଫୁଲବାଣୀରେ ପରିବା ଓ ତେଜରାତି ସାମଗ୍ରୀର ଯୋଗାଣ ଲାଗି ଆରମ୍ଭ ହେଲା ଦୁଇଟି ମୋବାଇଲ୍ ଭେଣ୍ଡିଂ ଅଟୋ ବ୍ୟବସ୍ଥା….

କନ୍ଧମାଳ(ଏନ ଟି ପି): କରୋନା ମୁକାବିଲା ପାଇଁ ସାରା ଦେଶ ଲକଡାଉନରେ ଥିବା ବେଳେ କନ୍ଧମାଳ ଜିଲ୍ଲା ପ୍ରଶାସନ ପକ୍ଷରୁ ଲୋକଙ୍କ ପାଇଁ ଏକ ଭଲ ପଦକ୍ଷେପ ନିଆଯାଇଛି। ତାହା ଅନୁଯାୟୀ, କରୋନା ଲକଡାଉନ୍ […]

Follow by Email
WhatsApp