ଜୁନ୍‌ ୧୭ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ

ଜୁନ୍‌ ୧୭ ତାରିଖରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ । ୨୬ ଜୁଲାଇ ଯାଏ ଅଧିବେଶନ ଚାଲିବ । ୧୯ରେ ଲୋକସଭା ବାଚସ୍ପତି ନିର୍ବାଚନ ହେବ । ଏହା ପରେ ବାଚସ୍ପତି ସମସ୍ତ ସାଂସଦଙ୍କୁ ଶପଥ ପାଠ କରାଇବେ । ଏହି ଅଧିବେଶନରେ ପୂର୍ଣ୍ଣାଙ୍ଗ ବଜେଟ ଆସିବ । ମୋଦି ସରକାରଙ୍କ ଦ୍ୱିତୀୟ ଇଂନିସର ବଜେଟ ଅଧିବେଶନ ଉପରେ ସାରା ଦେଶର ନଜର ରହିଛି । ଏଥିରେ କିଛି ଗୁରୁତ୍ୱପୂର୍ଣ୍ଣ ଅର୍ଥ ବିଲ ଉପରେ ମୋହର ଲାଗିବ ।

Follow by Email
WhatsApp