ମୁଖ୍ୟମନ୍ତ୍ରୀ ଙ୍କ ଦିଲ୍ଲୀ ଗସ୍ତ ବାତିଲ

ଭୁବନେଶ୍ୱର(ଏନଟିପି):

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପୂର୍ବ ନିର୍ଦ୍ଧାରିତ ଦିଲ୍ଲୀ ଗସ୍ତ କାର୍ଯ୍ୟକ୍ରମକୁ ବାତିଲ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜିଠୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ୧୫ତାରିଖରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ ଶେଷ ମୁହୂର୍ତ୍ତରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି।
Follow by Email
WhatsApp