ଦୁଶ୍ଚିନ୍ତାରେ ବାଲିଗୁଡ଼ାର ବାଉଁଶ କାରୀଗର :ସାମଗ୍ରୀ ଅଛି ହେଲେ, କିଣାବିକା ନାହିଁ

କନ୍ଧମାଳ(ଏନଟିପି): ବିଶ୍ବରେ କାୟା ବିସ୍ତାର କରିଚାଲିଛି କରୋନା । ମହାମାରୀ କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍ ଡାଉନ୍ ଜାରି କରିଛନ୍ତି ସରକାର । ଲୋକେ ଘରୁ ବାହାରକୁ ବାହାରୁନାହାଁନ୍ତି । ଗୋଷ୍ଠୀ […]

ବାଲିଗୁଡା ଏନ୍ଏସିରେ କାର୍ଯ୍ୟରତ ୫୦ରୁ ଉର୍ଦ୍ଧ୍ବ ସଫେଇ କର୍ମଚାରୀଙ୍କୁ ସମ୍ମାନୀତ କଲେ ସମାଜସେବୀ

କନ୍ଧମାଳ(ଏନଟିପି): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି ରେ କାର୍ଯ୍ୟରତ ୫୦ରୁ ଉର୍ଦ୍ଧ୍ବ ମହିଳା ଓ ପୁରୁଷ ସଫେଇ କର୍ମଚାରୀଙ୍କୁ  ଉପଢ଼ୌକନ ଦେଇ ସମ୍ମାନିତ କରିଛନ୍ତି ଫୁଲବାଣୀର ଯୁବ ସମାଜସେବୀ ପ୍ରଶାନ୍ତ କୁମାର ସ୍ବାଇଁ । […]

ବାଧକ ସାଜିଛି କରୋନା: ବିକ୍ରି ହେଉନି ଖଲି, ଚିନ୍ତାରେ ପରିବାର

କନ୍ଧମାଳ,୧୮/୪.(ଏନଟିପି) :କରୋନା ମୁକାବିଲା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାକୁ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଅଞ୍ଚଳବାସୀ ପାଳନ କରିବା ସହ ପ୍ରଶାସନର […]

ବାଲିଗୁଡା:ଘଞ୍ଚ ଜଙ୍ଗଲରେ ଚଢ଼ାଉ: ୧୨୦୦ ଲିଟର ମହୁଲ ପୋଚ ନଷ୍ଟ :ଜଣେ ଗିରଫ

କନ୍ଧମାଳ(ଏନଟିପି): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା କଟପଡ଼ି ଜଙ୍ଗଲରେ ପୋଲିସ୍ ପକ୍ଷରୁ ଚଢ଼ାଉ । ୧୨୦୦ ଲିଟର ମହୁଲ ପୋଚ ସହ ମଦ ରନ୍ଧା ସାମଗ୍ରୀ ନଷ୍ଟ କରିଛି ପୋଲିସ୍ । ଘଟଣା ସ୍ଥଳରୁ […]

କରୋନା ମୁକାବିଲା ଚିନ୍ତା: ଦାରିଙ୍ଗବାଡ଼ି ପୋଲିସକୁ ସହଯୋଗ କରିବେ ସ୍ବେଚ୍ଛାସେବୀ

କନ୍ଧମାଳ(ଏନଟିପି):  ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ କରୋନା ଭୁତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ଏଥିପାଇଁ ବିଭିନ୍ନ ସ୍ଥାନରେ ପୋଲିସ ସିମା ସିଲ୍‌ କରିବା […]

ମୋଟର ଚାଳକଙ୍କୁ ସହାୟତା ପାଇଁ ଦାବିପତ୍ର ପ୍ରଦାନ

କନ୍ଧମାଳ(ଏନ ଟି ପି): କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶକୁ ଲକ୍‌ଡାଉନ କରିଛନ୍ତି କେନ୍ଦ୍ର ସରକାର। ଏ ନେଇ ଗାଡ଼ି ଚଳାଚଳ ବନ୍ଦ ରହିଛି। ଗାଡ଼ି ଚଳାଚଳ ବନ୍ଦ ଯୋଗୁ ମୋଟର […]

କରୋନା ପାଇଁ ବୃତ୍ତି ବଦଳାଇଲେ ବ୍ୟବସାୟୀ: ଶସ୍ତାରେ ଯୋଗାଉଛନ୍ତି ପନିପରିବା

କନ୍ଧମାଳ(ଏନଟିପି) ଲକ୍‌ଡାଉନ କଟକଣା ପରେ ଜନସାଧାରଣ ପ୍ରଭାବିତ ହୋଇଛନ୍ତି। କେବଳ ଜନସାଧାରଣ ନୁହଁନ୍ତି ବ୍ୟବସାୟୀମାନେ ମଧ୍ୟ ବୃତ୍ତି ପରିବର୍ତ୍ତନ କରୁଥିବା ଦେଖିବାକୁ ମିଳୁଛି। ପୋଷାକ, ହୋଟେଲ, ହାର୍ଡଓ୍ବେର ଷ୍ଟୋର କରିଥିବା ବଡ ବ୍ୟବସାୟୀ ଘରେ […]

କନ୍ଧମାଳ: ନକଲି ଅଗ୍ନିଶମ କର୍ମଚାରୀ ଗିରଫ

କନ୍ଧମାଳ:.(ଏନଟିପି) ଜଣେ ନକଲି ଅଗ୍ନିଶମ କର୍ମଚାରୀଙ୍କୁ ଖଜୁରିପଡ଼ା ଥାନା ପୋଲିସ ଗିରଫ କରିଛି। ଗିରଫ ଯୁବକ ଜଣକ ହେଲେ ଗୁରୁପଦା ଗ୍ରାମର ବାବୁଲ କହଁର। ବାବୁଲ ନିଜକୁ ଅଗ୍ନିଶମ ବିଭାଗର କର୍ମଚାରୀ କହି ନକଲି […]

କୋଭିଡ ଯୋଦ୍ଧାଙ୍କୁ ଭାଜପା ମହିଳା ମୋର୍ଚ୍ଚା ତରଫରୁ କୃତଜ୍ଞତାପତ୍ର.

କନ୍ଧମାଳ.(ଏନଟିପି) କରୋନା ପାଇଁ ସମଗ୍ର ଦେଶରେ ଲକ୍‌ଡାଉନ କଟକଣା। ଦୋକାନ ବଜାର ସବୁ ବନ୍ଦ, ରାସ୍ତା ଘାଟ ଶୁନଶାନ। ଏଭଳି ପରିସ୍ଥିତିରେ ବିଭିନ୍ନ ଜରୁରୀ ବିଭାଗର ଅଧିକାରୀ, କର୍ମଚାରୀମାନେ କରୋନା ମୁକାବିଲା ପାଇଁ ଲଢୁଛନ୍ତି। […]

ବାଲିଗୁଡା:ଓଡିଶା ରାଜ୍ୟ ଏଡସ୍ ନିୟନ୍ତ୍ରଣ ସଂସ୍ଥା ପକ୍ଷରୁ ରୋଗୀଙ୍କ ଘରେ ପହଞ୍ଚିଲା ଔଷଧ

ବାଲିଗୁଡ଼ା(ଏନ ଟି ପି): ବିଶ୍ବରେ ମହାମାରୀ କୋରାନା ନିଜର କାୟା ବିସ୍ତାର କରିଚାଲିଛି । ସମସ୍ତଙ୍କ ମନରେ ଗୋଟିଏ ଭୟ । କିଭଳି କରୋନା ସଂକ୍ରମଣରୁ ମିଳିବ ମୁକ୍ତି । ସାରା ଦେଶରେ ଏବେ […]

Follow by Email
WhatsApp