ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ ହେବେ ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ ବୋଲି ସୂଚନା ମିଳିଛି। ସୁପ୍ରିମକୋର୍ଟର କଲେଜିୟମ୍ ପକ୍ଷରୁ ତାଙ୍କ ନାଁକୁ ସୁପାରିଶ କରାଯାଇଛି । ବିହାର ପାଟନା କୋର୍ଟରେ ବର୍ତ୍ତମାନ […]

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

ଅନୁଗୋଳର ବିସ୍ଥାପିତ ପରାବିଲ ଗ୍ରାମବାସୀଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରି ଥଇଥାନ କରିବା ପାଇଁ ପତ୍ର ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ • ଦୀର୍ଘ ଛଅ ଦଶନ୍ଧିରୁ ଅଧିକ ସମୟ ଅତିକ୍ରାନ୍ତ ହୋଇଥିଲେ ମଧ୍ୟ […]

କଣିହାଁ ବଡ଼ଗୁଣ୍ଡୁରି ସ୍ଥିତ ମାଉସୀ ମା’ ମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

• ରଥଯାତ୍ରା ସମୟରେ ମହାପ୍ରଭୁଙ୍କ ଦର୍ଶନ କରି ମୁଁ ସୌଭାଗ୍ୟ ବୋଲି କହିଲେ• ମୋଦି ସରକାରଙ୍କ ସୁଶାସନର ୯ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ପଦଯାତ୍ରାରେ ସାମିଲ ହେଲେ• କେନ୍ଦ୍ରମନ୍ତ୍ରୀଙ୍କୁ ପାରମ୍ପରିକ ବାଦ୍ୟ ଯନ୍ତ୍ରରେ […]

ଅନୁଗୋଳ ଖମାରରେ ‘ଗରିବ କଲ୍ୟାଣ ସମାବେଶ’ରେ କେନ୍ଦ୍ରମନ୍ତ୍ରୀ

ରାଜ୍ୟରେ ଦୁର୍ନୀତି ଚରମ ସୀମାରେ ଥିବା ବେଳେ ମୁଖ୍ୟମନ୍ତ୍ରୀ ଧୃତରାଷ୍ଟ୍ର ଭଳି ଆଖିରେ ଅନ୍ଧ ପୁଟୁଳି ବାନ୍ଧିଛନ୍ତି- ଧର୍ମେନ୍ଦ୍ର ପ୍ରଧାନ • ରାଜ୍ୟ ସରକାରଙ୍କ ଦୁର୍ନୀତି ଉପରେ ପ୍ରଶ୍ନ କଲେ ଦିନରେ ଲଣ୍ଠନ ଦେଖାଇବା […]

ଅନୁଗୋଳ ନାଲକୋନଗରରେ ଭାରତରତ୍ନ ଡା.ଆମ୍ବେଦକରଙ୍କ ନବିକୃତ ଧାତୁ ପ୍ରତିମୂର୍ତ୍ତି ଅନାବରଣ

ଆମ୍ବେଦକରଙ୍କ ଆଦର୍ଶ ସମସ୍ତଙ୍କ ପାଇଁ ପଥ ପ୍ରଦର୍ଶକ – ଧର୍ମେନ୍ଦ୍ର ପ୍ରଧାନ • ରାଜ୍ୟରେ କିଛି ସ୍ଥାନରେ ପ୍ରଶାସନ ତରଫରୁ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିକୁ ଅସମ୍ମାନ ଜଣାଯିବା ନିନ୍ଦନୀୟ• ଲୋକତନ୍ତ୍ରରେ ଲୋକମାନଙ୍କ ନିଷ୍ପତି ଓ ସମ୍ବିଧାନର […]

ଅନୁଗୋଳ ବିଧାନସଭା ନିର୍ବାଚନ ମଣ୍ଡଳୀର ‘ସଂଯୁକ୍ତା ମୋର୍ଚ୍ଚା ସମ୍ମିଳନୀ’ରେ କେନ୍ଦ୍ରମନ୍ତ୍ରୀ

ଦୀର୍ଘ ୨୩ ବର୍ଷର ଅବ୍ୟବସ୍ଥା ବିରୋଧରେ ବ୍ୟାପକ ଆନ୍ଦୋଳନ କରିବା ପାଇଁ ମୋର୍ଚ୍ଚାର କାର୍ଯ୍ୟକର୍ତ୍ତାଙ୍କୁ ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ • ମୋଦିଜୀଙ୍କ ୯ ବର୍ଷର ସେବା ଓ ସମର୍ପଣର ବାର୍ତ୍ତା ସବୁଠି […]

ଅନୁଗୋଳରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ଅନୁଗୋଳ(ଏନ ଟି ପି):ଆଜି ଆନ୍ତର୍ଜାତିକ ଯୋଗ ଦିବସ ।ଅନୁଗୋଳ ର ଇନଡୋର ଷ୍ଟାଡିୟମ ପରିସରରେ ଆଜି ବିଶ୍ଵବ୍ୟାପୀ ଯୋଗ ଦିବସ ପାଳିତ ହୋଇଛି। ବିଶ୍ୱବ୍ୟାପୀ ଜୁନ୍ ୨୧ରେ ମହାସମାରୋହରେ ପାଳିତ ହୋଇଥାଏ ଏହି ଦିବସ […]

Follow by Email
WhatsApp