ସିଓଲ: ସାମ୍‌ସଙ୍ଗ୍‌ ଇଲେକ୍ଟ୍ରୋନିକ୍ସର ଅଧ୍ୟକ୍ଷ(ଚେୟାରମ୍ୟାନ୍‌) ଲି କୁନ୍‌-ହିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ଏ ନେଇ କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି।ରବିବାର ଦିନ ତାଙ୍କର ଦେହାନ୍ତ ହୋଇଛି। […]